ଯାତ୍ରା ପୁସ୍ତକ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ। Gade chapit laଓଡିଆ ବାଇବେଲ8 ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ। Gade chapit laପବିତ୍ର ବାଇବଲ8 “ସେହି ରାତ୍ରିରେ, ତୁମ୍ଭେ ତା'ର ମାଂସକୁ ଅଗ୍ନିରେ ଦଗ୍ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।