Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯେବେ ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗଧକୁ ମୁକ୍ତ କରି ପାରିବ। ଯଦି ତୁମ୍ଭେ ମୁକ୍ତ ନ କର, ତେବେ ତୁମ୍ଭେ ତା'ର ବେକକୁ ଭାଙ୍ଗି ଦେବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ହେବ। କିନ୍ତୁ ତୁମ୍ଭକୁ ତୁମ୍ଭର ପ୍ରଥମ ସନ୍ତାନ ପୁତ୍ରମାନଙ୍କୁ ମୁକ୍ତ କରିବାକୁ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 13:13
7 Referans Kwoze  

ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।


ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାରପର୍ବୀୟ ବଳି ବଧ କର।


ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।


“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”


Swiv nou:

Piblisite


Piblisite