Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 13:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହେତୁ ପରମେଶ୍ଵର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।

Gade chapit la Kopi

ଓଡିଆ ବାଇବେଲ

18 ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ସଦାପ୍ରଭୁ ସେମାନଙ୍କୁ ଅନ୍ୟ ଏକ ପଥରେ ଆଗେଇ ନେଲେ। ସେ ସେମାନଙ୍କୁ ସୂଫସାଗର ପ୍ରାନ୍ତର ମଧ୍ୟଦେଇ ଆଣିଲେ। ସେମାନେ ମିଶର ଛାଡ଼ିବା ସମୟରେ ଇସ୍ରାଏଲୀୟମାନେ ଯୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 13:18
13 Referans Kwoze  

ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।


ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।


ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନିଗଲେ।


ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,


ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।


ସେସମୟରେ ରୁବେନ୍‍ର ସନ୍ତାନଗଣ ଓ ଗାଦ୍‍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;


ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।


ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, “ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।”


ତହୁଁ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।


ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।


Swiv nou:

Piblisite


Piblisite