Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ସେମାନେ ସୁକ୍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ସେମାନେ ସୁକ୍କୋତଠାରୁଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମ୍ରେ ଛାଉଣି କଲେ।

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ସେମାନେ ସୁକ୍‍କୋତଠାରୁ ଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମରେ ଛାଉଣି କଲେ।

Gade chapit la Kopi

ପବିତ୍ର ବାଇବଲ

20 ଇସ୍ରାଏଲର ଲୋକମାନେ ସୁ‌କ୍‌କୋତଠାରୁ ଛାଡ଼ି ଏଥମରେ ଛାଉଣି ସ୍ଥାପନ କଲେ। ଏଥମ ମରୁଭୂମି ନିକଟବର୍ତ୍ତୀ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 13:20
2 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍‍ଠାରୁ ସୁକ୍କୋତକୁ ଯାତ୍ରା କଲେ।


Swiv nou:

Piblisite


Piblisite