ଯାତ୍ରା ପୁସ୍ତକ 13:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ। Gade chapit laଓଡିଆ ବାଇବେଲ22 ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ। Gade chapit laପବିତ୍ର ବାଇବଲ22 ଦିନ ସମୟରେ ସେମାନଙ୍କୁ ଘନ ବାଦଲ ଓ ରାତ୍ର ସମୟରେ ଆଲୋକ ସ୍ତମ୍ଭ ସେମାନଙ୍କ ସହିତ ସର୍ବଦା ରଖିଲେ। Gade chapit la |