Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।

Gade chapit la Kopi

ଓଡିଆ ବାଇବେଲ

6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।

Gade chapit la Kopi

ପବିତ୍ର ବାଇବଲ

6 “ସାତ ଦିନ ଯାଏ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ସମ୍ମାନାର୍ଥେ ଏକ ବଡ଼ ଭୋଜିର ଆୟୋଜନ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 13:6
6 Referans Kwoze  

ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”


ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍‍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍‍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।


ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।


ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।


Swiv nou:

Piblisite


Piblisite