Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣକୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

15 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ମୋ’ ପାଖରେ କ୍ରନ୍ଦନ କରୁଛ? ଇସ୍ରାଏଲୀୟମାନଙ୍କୁ କୁହ ସେମାନେ ଆଗକୁ ମାଡ଼ି ଗ୍ଭଲନ୍ତୁ।

Gade chapit la Kopi




ଯାତ୍ରା ପୁସ୍ତକ 14:15
9 Referans Kwoze  

ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?


ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;


ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”


ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”


ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।


ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍‍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ,


ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।


ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।


Swiv nou:

Piblisite


Piblisite