Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ଫାରୋ ଓ ତାହାର ରଥ ଓ ତାହାର ଅଶ୍ଵାରୂଢ଼ ଲୋକମାନଙ୍କ ଦ୍ଵାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।”

Gade chapit la Kopi

ପବିତ୍ର ବାଇବଲ

18 ଏହା ପରେ ମିଶରବାସୀ ଜାଣିବେ ଯେ, ମୁଁ ହେଉଛି ସଦାପ୍ରଭୁ ପରମେଶ୍ୱର। ସେମାନେ ମୋତେ ସମ୍ମାନ କରିବେ ଯେତେବେଳେ ମୁଁ ଫାରୋ ଏବଂ ତା'ର ରଥାରୋହୀମାନଙ୍କୁ ଏବଂ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ପରାସ୍ତ କରିବି।”

Gade chapit la Kopi




ଯାତ୍ରା ପୁସ୍ତକ 14:18
9 Referans Kwoze  

ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।


ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”


ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।


ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”


ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।


ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।


Swiv nou:

Piblisite


Piblisite