Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ଵରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି ମେଘସ୍ତମ୍ଭ ସେମାନଙ୍କ ଅଗ୍ରତୁଁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।

Gade chapit la Kopi

ଓଡିଆ ବାଇବେଲ

19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।

Gade chapit la Kopi

ପବିତ୍ର ବାଇବଲ

19 ଏହା ପରେ ସଦାପ୍ରଭୁଙ୍କର ଦୂତ ଯିଏକି ଇସ୍ରାଏଲୀୟ ସୈନ୍ୟମାନଙ୍କ ଆଗରେ ଥିଲେ, ସେମାନଙ୍କ ପଛକୁ ଗଲେ। ତେଣୁ ଘନମେଘ ସେହି ଲୋକମାନଙ୍କ ସମ୍ମୁଖରେ ଗତିକରି ପଛ ପଟକୁ ଗଲା।

Gade chapit la Kopi




ଯାତ୍ରା ପୁସ୍ତକ 14:19
14 Referans Kwoze  

ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”


ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;


ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।


ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।


ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।


ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।


କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।


ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ।


ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।


ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।


ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।


Swiv nou:

Piblisite


Piblisite