ଯାତ୍ରା ପୁସ୍ତକ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ଵାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେଓ ଜଳ ଦୁଇ ଭାଗ ହେଲା। Gade chapit laଓଡିଆ ବାଇବେଲ21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା। Gade chapit laପବିତ୍ର ବାଇବଲ21 ମୋଶା ତାଙ୍କର ଆଶାବାଡ଼ି ସୂଫସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବେଗରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହୋଇଗଲା ଏବଂ ସମୁଦ୍ର ମଧ୍ୟ ଶୁଷ୍କ ଭୂମିରେ ପରିଣତ ହୋଇଗଲା। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।