ଯାତ୍ରା ପୁସ୍ତକ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ଵ, ରଥ, ଓ ଅଶ୍ଵାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ। Gade chapit laଓଡିଆ ବାଇବେଲ23 ଏଥିଉତ୍ତାରେ ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ। Gade chapit laପବିତ୍ର ବାଇବଲ23 ମିଶରୀୟମାନେ ସେମାନଙ୍କ ପଛରେ ଗୋଡ଼ାଇଲେ। ଏହା ପରେ ଫାରୋଙ୍କର ସମସ୍ତ ଅଶ୍ୱ ଓ ରଥ ସେମାନଙ୍କୁ ସମୁଦ୍ର ପର୍ଯ୍ୟନ୍ତ ଅନୁସରଣ କଲେ। Gade chapit la |