ଯାତ୍ରା ପୁସ୍ତକ 14:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସ୍ରୀୟମାନଙ୍କ ଓ ସେମାନଙ୍କ ରଥ ଓ ଅଶ୍ଵାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ। Gade chapit laଓଡିଆ ବାଇବେଲ26 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସ୍ରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।” Gade chapit laପବିତ୍ର ବାଇବଲ26 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସମୁଦ୍ର ଉପରେ ତୁମ୍ଭର ହସ୍ତ ବିସ୍ତାର କର। ଏଥିରେ ସମୁଦ୍ର ଜଳ ମାଡ଼ିଯାଇ ମିଶରର ରଥାରୋହୀ ଓ ଅଶ୍ୱାରୋହୀମାନଙ୍କୁ ବୁଡ଼ାଇ ଦେବ।” Gade chapit la |