ଯାତ୍ରା ପୁସ୍ତକ 14:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)29 ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା। Gade chapit laଓଡିଆ ବାଇବେଲ29 ମାତ୍ର ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା। Gade chapit laପବିତ୍ର ବାଇବଲ29 ମାତ୍ର ଇସ୍ରାଏଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସେମାନଙ୍କର ବାମ ଓ ଡାହାଣ ପାର୍ଶ୍ୱରେ କାନ୍ଥପରି ଛିଡ଼ା ହୋଇ ରହିଲା। Gade chapit la |