ଯାତ୍ରା ପୁସ୍ତକ 14:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ। Gade chapit laଓଡିଆ ବାଇବେଲ30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ। Gade chapit laପବିତ୍ର ବାଇବଲ30 ତେଣୁ ସେହି ଦିନ, ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇସ୍ରାଏଲର ଲୋକମାନେ ମିଶରୀୟମାନଙ୍କର ମୃତ ଦେହକୁ ସୂଫସାଗର କୂଳରେ ଥିବାର ଦେଖିଲେ। Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।