ଯାତ୍ରା ପୁସ୍ତକ 14:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)31 ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ଵାସ କଲେ। Gade chapit laଓଡିଆ ବାଇବେଲ31 ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ31 ସେହି ଦିନ ଇସ୍ରାଏଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସେହି ମହାନ୍ ଶକ୍ତି ଯେତେବେଳେ ସେ ମିଶରୀୟମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସେମାନେ ସଦାପ୍ରଭୁ ଓ ତାଙ୍କର ଦାସ ମୋଶାଙ୍କଠାରେ ବିଶ୍ୱାସ ରଖିଲେ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”