ଯାତ୍ରା ପୁସ୍ତକ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ଵାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ। ତହୁଁ ସେମାନେ ସେହିପରି କଲେ। Gade chapit laଓଡିଆ ବାଇବେଲ4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ। Gade chapit laପବିତ୍ର ବାଇବଲ4 ମୁଁ ଫାରୋଙ୍କୁ ପୁଣି କଠୋର କରିବି ଯେପରି ସେ ତୁମ୍ଭମାନଙ୍କୁ ଗୋଡ଼ାଇବେ। କିନ୍ତୁ ମୁଁ ଫାରୋ ଏବଂ ତାଙ୍କର ସୈନ୍ୟମାନଙ୍କୁ ପରାସ୍ତ କରିବି। ଏହା ମୋର ସମ୍ମାନ ବଢ଼ାଇବ। ତାହାହେଲେ ମିଶର ଲୋକମାନେ ଜାଣିବେ ଯେ ମୁଁ ହେଉଛି ସଦାପ୍ରଭୁ।” ସେମାନେ ତାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ। Gade chapit la |