Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ଫାରୋ ତାଙ୍କର ରଥ ଓ ଲୋକମାନଙ୍କୁ ସାଙ୍ଗରେ ନେଲେ।

Gade chapit la Kopi




ଯାତ୍ରା ପୁସ୍ତକ 14:6
3 Referans Kwoze  

ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”


ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।


ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।


Swiv nou:

Piblisite


Piblisite