ଯାତ୍ରା ପୁସ୍ତକ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ ସଦାପ୍ରଭୁ ମିସ୍ରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ-ସନ୍ତାନମାନେ ଊର୍ଦ୍ଧ୍ଵ ହସ୍ତରେ ଯାତ୍ରା କରୁଥିଲେ Gade chapit laଓଡିଆ ବାଇବେଲ8 ଆଉ ସଦାପ୍ରଭୁ ମିସ୍ରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଉର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ। Gade chapit laପବିତ୍ର ବାଇବଲ8 ଇସ୍ରାଏଲୀୟ ଲୋକମାନେ ବିଜୟୀ ଭାବରେ ବାସ କରୁଥିଲେ। କିନ୍ତୁ ସଦାପ୍ରଭୁ ଫାରୋଙ୍କୁ କଠୋର କଲେ, ସେ ଇସ୍ରାଏଲୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। Gade chapit la |