ଯାତ୍ରା ପୁସ୍ତକ 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)14 ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରା; କରିଅଛି। Gade chapit laଓଡିଆ ବାଇବେଲ14 ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁ ଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି। Gade chapit laପବିତ୍ର ବାଇବଲ14 “ଲୋକମାନେ ଏହା ଶୁଣି ଅଛନ୍ତି, ସେମାନେ ଭୟରେ କମ୍ପୁ ଅଛନ୍ତି। ପଲେଷ୍ଟୀୟ ନିବାସୀମାନେ ଭୟରେ ଥରିବାକୁ ଲାଗିଲେ। Gade chapit la |
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।