ଯାତ୍ରା ପୁସ୍ତକ 15:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭେ ଯେବେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କର ଓ ତାହାଙ୍କ ଦୃଷ୍ଟିରେ ଯାହା ଉଚିତ, ତାହା କର ଓ ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ। Gade chapit laଓଡିଆ ବାଇବେଲ26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।” Gade chapit laପବିତ୍ର ବାଇବଲ26 ତା'ପରେ ସେ କହିଲେ, “ତୁମ୍ଭେ ଯେବେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର ଏବଂ ତାଙ୍କ ଦୃଷ୍ଟିରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ୟବସ୍ଥାସବୁ ପାଳନ କର, ତେବେ ମିଶରୀୟମାନେ ଯେଉଁସବୁ ରୋଗରେ ପୀଡ଼ିତ ହେଲେ, ତୁମ୍ଭେମାନେ ସେହି ରୋଗରେ ପୀଡ଼ିତ ହେବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।” Gade chapit la |
ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।