Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଅନନ୍ତର ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

27 ଏହା ପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠାରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସେଠାରେ ପାଣି ପାଖରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 15:27
7 Referans Kwoze  

ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”


ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।


ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”


ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।


ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।


ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।


Swiv nou:

Piblisite


Piblisite