Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ସେ ଫାରୋଙ୍କର ରଥ ଏବଂ ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଛନ୍ତି। ଫାରୋଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇ ଅଛନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 15:4
5 Referans Kwoze  

ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;


ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”


ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?


Swiv nou:

Piblisite


Piblisite