Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏହା କହିବା ବେଳେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ

10 ଯେତେବେଳେ ହାରୋଣ ଇସ୍ରାଏଲୀୟମାନଙ୍କୁ କହିଲେ, ସେମାନେ ମରୁଭୂମି ଆଡ଼କୁ ବୁଲି ଗ୍ଭହିଁଲେ। ହଠାତ୍ ମେଘ ମଧ୍ୟରେ ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 16:10
12 Referans Kwoze  

ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”


ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।


ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।


ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।


ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।


Swiv nou:

Piblisite


Piblisite