Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ଇସ୍ରାଏଲ-ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ କେହି ଅଳ୍ପ ସଞ୍ଚୟ କଲେ।

Gade chapit la Kopi

ଓଡିଆ ବାଇବେଲ

17 ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।

Gade chapit la Kopi

ପବିତ୍ର ବାଇବଲ

17 ତେଣୁ ଇସ୍ରାଏଲର ଲୋକମାନେ ଏହିପରି କଲେ। ପ୍ରତ୍ୟେକ ଲୋକ ଖାଦ୍ୟ ସଂଗ୍ରହ କଲେ। କିଛି ଲୋକ ଅନ୍ୟମାନଙ୍କଠାରୁ ଅଧିକ ଖାଦ୍ୟ ସଂଗ୍ରହ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 16:17
2 Referans Kwoze  

ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”


ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।


Swiv nou:

Piblisite


Piblisite