ଯାତ୍ରା ପୁସ୍ତକ 16:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ମୋଶା କହିଲେ, ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି ବିଲରେ ତାହା ପାଇବ ନାହିଁ। Gade chapit laଓଡିଆ ବାଇବେଲ25 ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ। Gade chapit laପବିତ୍ର ବାଇବଲ25 ସପ୍ତମ ଦିବସ, ମୋଶା ଲୋକମାନଙ୍କୁ କହିଲେ, “ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ୟ ଦିବସ। ତେଣୁ ତୁମ୍ଭେମାନେ କ୍ଷେତକୁ ଆଜି କେହି ନ ଯାଇ ରଖାଯାଇଥିବା ଖାଦ୍ୟକୁ ଭକ୍ଷ୍ୟଣ କର। Gade chapit la |