ଯାତ୍ରା ପୁସ୍ତକ 16:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ହେତୁରୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ଵ ସ୍ଵ ସ୍ଥାନରେ ଥାଅ। Gade chapit laଓଡିଆ ବାଇବେଲ29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।” Gade chapit laପବିତ୍ର ବାଇବଲ29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ହେତୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ ପ୍ରତ୍ୟେକ ବିଶ୍ରାମ ଦିନରେ ନିଜ ନିଜ ସ୍ଥାନରୁ ବାହାରକୁ ନ ଯାଇ ନିଜ ନିଜ ସ୍ଥାନରେ ଥାଅ।” Gade chapit la |