ଯାତ୍ରା ପୁସ୍ତକ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’” Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି। Gade chapit laଓଡିଆ ବାଇବେଲ9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।” Gade chapit laପବିତ୍ର ବାଇବଲ9 ଏହା ପରେ ମୋଶା ହାରୋଣଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ଲୋକଙ୍କୁ, ‘ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ ହେବାକୁ କୁହ। ଯେହେତୁ ସେ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଲେ।”’ Gade chapit la |