Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।

Gade chapit la Kopi

ପବିତ୍ର ବାଇବଲ

10 ଯିହୋଶୂୟ ମୋଶାଙ୍କର କଥାମାନି ତା’ ପରଦିନ ଅମାଲେକୀୟମାନଙ୍କ ସହ ଯୁଦ୍ଧ ପାଇଁ ଗଲେ। ସେହି ସମୟରେ ମୋଶା, ହାରୋଣ ଓ ହୂର ପର୍ବତ ଉପରକୁ ଗଲେ।

Gade chapit la Kopi




ଯାତ୍ରା ପୁସ୍ତକ 17:10
9 Referans Kwoze  

ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”


ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ।


“ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ


ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।


ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।


Swiv nou:

Piblisite


Piblisite