ଯାତ୍ରା ପୁସ୍ତକ 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।” Gade chapit laପବିତ୍ର ବାଇବଲ (Re-edited) - (BSI)9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; କାଲି ମୁଁ ଆପଣା ହସ୍ତରେ ପରମେଶ୍ଵରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଛିଡ଼ା ହେବି। Gade chapit laଓଡିଆ ବାଇବେଲ9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟିଘେନି ପର୍ବତ ଶୃଙ୍ଗରେ ଠିଆ ହେବି।” Gade chapit laପବିତ୍ର ବାଇବଲ9 ତେଣୁ ମୋଶା ଯିହୋଶୂୟଙ୍କୁ କହିଲେ, “ଶତ୍ରୁ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ କେତେକ ଲୋକଙ୍କୁ ବାଛ। ଆସନ୍ତାକାଲି ପର୍ବତ ଉପରେ ଠିଆ ହୋଇ ତାହା ଦେଖିବି। ପରମେଶ୍ୱରଙ୍କ ଆଶାବାଡ଼ିଟିକୁ ମୋ’ ସହିତ ନେଇଯିବି।” Gade chapit la |