ଯାତ୍ରା ପୁସ୍ତକ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଛିଡ଼ା ହୋଇ ରହିଲେ। Gade chapit laଓଡିଆ ବାଇବେଲ13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ। Gade chapit laପବିତ୍ର ବାଇବଲ13 ତା’ ପରଦିନ ମୋଶା ଲୋକଙ୍କର ବିଗ୍ଭର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖରେ ସନ୍ଧ୍ୟା ପର୍ଯ୍ୟନ୍ତ ଠିଆ ହୋଇ ରହିଲେ। Gade chapit la |