ଯାତ୍ରା ପୁସ୍ତକ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଓ ସେମାନଙ୍କର କୌଣସି ବିବାଦହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି ପରମେଶ୍ଵରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ। Gade chapit laଓଡିଆ ବାଇବେଲ16 ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।” Gade chapit laପବିତ୍ର ବାଇବଲ16 ସେମାନଙ୍କର କୌଣସି ବିବାଦ ହେଲେ, ମୋ’ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଗ୍ଭର କରେ। ସେମାନଙ୍କୁ ପରମେଶ୍ୱରଙ୍କର ବିଧି ଓ ବ୍ୟବସ୍ଥା ସବୁ ଶିକ୍ଷା ଦିଏ।” Gade chapit la |
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।