Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ମୋଶାଙ୍କର ଶ୍ଵଶୁର କହିଲେ, ତୁମ୍ଭର ଏହି କର୍ମ ଭଲ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

17 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

17 କିନ୍ତୁ ମୋଶାଙ୍କ ଶ୍ୱଶୁର ତାଙ୍କୁ କହିଲେ, “ତୁମ୍ଭର ଏପ୍ରକାର କର୍ମ କରିବା ଠିକ୍ ନୁହେଁ।

Gade chapit la Kopi




ଯାତ୍ରା ପୁସ୍ତକ 18:17
5 Referans Kwoze  

ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”


ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।


ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”


ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।


ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।


Swiv nou:

Piblisite


Piblisite