ଯାତ୍ରା ପୁସ୍ତକ 18:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି ପରମେଶ୍ଵର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ଵରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ଵରଙ୍କ ନିକଟରେ ଜଣାଅ। Gade chapit laଓଡିଆ ବାଇବେଲ19 ଏହେତୁ ମୋ’ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। Gade chapit laପବିତ୍ର ବାଇବଲ19 ବର୍ତ୍ତମାନ ମୋ’ କଥା ଶୁଣ। ମୋର କେତେକ ଉପଦେଶ ଗ୍ରହଣ କର। ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। Gade chapit la |