Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅନନ୍ତର ମୋଶା ଆପଣା ଶ୍ଵଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Gade chapit la Kopi

ଓଡିଆ ବାଇବେଲ

24 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Gade chapit la Kopi

ପବିତ୍ର ବାଇବଲ

24 ଏହା ପରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:24
10 Referans Kwoze  

ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ।


ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;


ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।


ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।


ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।


ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରି ପାରିବ? ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱ ସ୍ଥାନକୁ ଯିବେ।”


ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କଲେ।


ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;


ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।


Swiv nou:

Piblisite


Piblisite