Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

25 ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ ଅର୍ଥାତ୍ ସହସ୍ରପତି, ଶତପତି, ପଞ୍ଚାଶ‌ତ୍‌ପତି ଓ ଦଶପତି ରୂପେ ନିଯୁକ୍ତ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:25
9 Referans Kwoze  

ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର।


ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,


ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”


ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।


ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।


ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।


ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।


Swiv nou:

Piblisite


Piblisite