Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଅନନ୍ତର ମୋଶା ଆପଣା ଶ୍ଵଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ଵଦେଶକୁ ପ୍ରସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

27 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ

27 ଏହା ପରେ ମୋଶା ତାଙ୍କ ଶ୍ୱଶୁରଙ୍କୁ ବିଦାୟ ଦେଲେ ଏବଂ ଯିଥ୍ରୋ ସ୍ୱଦେଶକୁ ଗଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:27
5 Referans Kwoze  

ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, “ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।”


ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱ ସ୍ଥାନକୁ ଫେରିଗଲା।


ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।


ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।


Swiv nou:

Piblisite


Piblisite