Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍‍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ମୋଶାଙ୍କର ଶ୍ଵଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍, ପରମେଶ୍ଵରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍‍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

5 ତେଣୁ ଯିଥ୍ରୋ ମୋଶାଙ୍କ ନିକଟକୁ, ମୋଶାଙ୍କର ଦୁଇପୁତ୍ର ଓ ସ୍ତ୍ରୀ ସହିତ ଗଲେ। ସେହି ସମୟରେ ମୋଶା ପରମେଶ୍ୱରଙ୍କର ପର୍ବତ ନିକଟରେ ଛାଉଣି ପକାଇଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 18:5
10 Referans Kwoze  

ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।


ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।


ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”


ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।


ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।


Swiv nou:

Piblisite


Piblisite