Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ଵା ବାଣ ଦ୍ଵାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ଵନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।

Gade chapit la Kopi

ଓଡିଆ ବାଇବେଲ

13 କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”

Gade chapit la Kopi

ପବିତ୍ର ବାଇବଲ

13 କିଏ ପଥର ଛେଗ୍ଭରେ ମରିବ ତ କିଏ ବାଣ ଦ୍ୱାରା ମରିବ। କିନ୍ତୁ କେହି ଏହି ବ୍ୟକ୍ତିକୁ ହତ୍ୟା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ଏହା ପରେ ସେମାନେ ପର୍ବତ ଉପରକୁ ଯାଇ ପାରିବେ।”

Gade chapit la Kopi




ଯାତ୍ରା ପୁସ୍ତକ 19:13
11 Referans Kwoze  

“ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ;


ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;


କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।


ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।


ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।


ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”


ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।


Swiv nou:

Piblisite


Piblisite