ଯାତ୍ରା ପୁସ୍ତକ 19:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Gade chapit laଓଡିଆ ବାଇବେଲ20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। Gade chapit laପବିତ୍ର ବାଇବଲ20 ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ। Gade chapit la |
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।