Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ଫାରୋଙ୍କର କନ୍ୟା କହିଲା, ଯାଅ; ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।

Gade chapit la Kopi

ପବିତ୍ର ବାଇବଲ

8 ରାଜାଙ୍କର କନ୍ୟା କହିଲେ, “ହଁ, ଦୟାକରି ଡାକ।” ତେଣୁ ସେହି ବାଳିକାଟି ଯାଇ ତା'ର ମାକୁ ଡାକି ଆଣିଲା।

Gade chapit la Kopi




ଯାତ୍ରା ପୁସ୍ତକ 2:8
6 Referans Kwoze  

କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।


ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।


ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?”


ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।


Swiv nou:

Piblisite


Piblisite