Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ ଫାରୋଙ୍କର କନ୍ୟା ତାହାକୁ କହିଲା, ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବର୍ତ୍ତନ ଦେବି; ତହିଁରେ ସେ ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।

Gade chapit la Kopi

ଓଡିଆ ବାଇବେଲ

9 ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।

Gade chapit la Kopi

ପବିତ୍ର ବାଇବଲ

9 ରାଜାଙ୍କର ଝିଅ ସେହି ମା’ଟିକୁ କହିଲେ, “ଏହି ଶିଶୁଟିକୁ ନିଅ ଏବଂ ମୋ’ ପାଇଁ ତାକୁ ଲାଳନ ପାଳନ କର, ଏଥିପାଇଁ ମୁଁ ତୁମ୍ଭକୁ ପାରିଶ୍ରମିକ ଦେବି।” ତେଣୁ ସେହି ସ୍ତ୍ରୀ ଲୋକଟି ଶିଶୁଟିକୁ ନେଲା ଏବଂ ତାକୁ ଲାଳନ ପାଳନ କଲା।

Gade chapit la Kopi




ଯାତ୍ରା ପୁସ୍ତକ 2:9
2 Referans Kwoze  

ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।


ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”


Swiv nou:

Piblisite


Piblisite