Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 20:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତ ହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 20:10
16 Referans Kwoze  

ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।


ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।


ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।


“ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ‘ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମବାର ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।


ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”


ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।


ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହା ବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।


କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।


Swiv nou:

Piblisite


Piblisite