Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 20:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ଵନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜନ ଓ ବିଜୁଳି ଓ ତୂରୀ ଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।

Gade chapit la Kopi




ଯାତ୍ରା ପୁସ୍ତକ 20:18
13 Referans Kwoze  

ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ?


ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”


ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।


ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,


ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।


କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”


ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା]


ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା।


ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼ ନିକଟକୁ ଆସିଲ;


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’


Swiv nou:

Piblisite


Piblisite