ଯାତ୍ରା ପୁସ୍ତକ 20:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ସେମାନେ ମୋଶାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ଵର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ। Gade chapit laଓଡିଆ ବାଇବେଲ19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।” Gade chapit laପବିତ୍ର ବାଇବଲ19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।” Gade chapit la |