ଯାତ୍ରା ପୁସ୍ତକ 20:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ଵର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ। Gade chapit laଓଡିଆ ବାଇବେଲ23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ। Gade chapit laପବିତ୍ର ବାଇବଲ23 ତେଣୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ ଅନ୍ୟ ଦେବତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରୌପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତି ନିର୍ମାଣ କରିବ ନାହିଁ। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।