ଯାତ୍ରା ପୁସ୍ତକ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। Gade chapit laଓଡିଆ ବାଇବେଲ3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। Gade chapit laପବିତ୍ର ବାଇବଲ3 “ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।