ଯାତ୍ରା ପୁସ୍ତକ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Gade chapit laଓଡିଆ ବାଇବେଲ7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Gade chapit laପବିତ୍ର ବାଇବଲ7 “ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।