Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ଯେବେ କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକି ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ତ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।

Gade chapit la Kopi

ଓଡିଆ ବାଇବେଲ

14 ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ଯଦି ଜଣେ ବ୍ୟକ୍ତି ଇଚ୍ଛା କରି କିମ୍ବା ରାଗରେ ଅନ୍ୟଜଣକୁ ହତ୍ୟା କରେ, ତେବେ ହତ୍ୟାକାରୀ ନିଶ୍ଚିତ ମୃତ୍ୟୁଦଣ୍ଡ ପାଇବ। ତାକୁ ମୋର ଯଜ୍ଞବେଦି ପାଖରୁ ନେଇଯାଅ ଓ ହତ୍ୟା କର।

Gade chapit la Kopi




ଯାତ୍ରା ପୁସ୍ତକ 21:14
18 Referans Kwoze  

କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,


ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,


ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।


ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”


ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।


ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।


ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।


Swiv nou:

Piblisite


Piblisite