Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେ କେହି ଆପଣା ପିତା କି ମାତାକୁ ଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

17 ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ

17 “ଯଦି କେହି ତା'ର ପିତାମାତାଙ୍କୁ ଅଭିଶାପ ଦିଏ ତେବେ ତା'ର ମୃତ୍ୟୁଦଣ୍ଡ ହେବ।

Gade chapit la Kopi




ଯାତ୍ରା ପୁସ୍ତକ 21:17
11 Referans Kwoze  

ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।


“ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।


ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।


ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ


ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


Swiv nou:

Piblisite


Piblisite