Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 21:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

25 ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ

25 ବାହୁ ପରିଶୋଧରେ ବାହୁ, କ୍ଷତ ପରିଶୋଧରେ କ୍ଷତ, ଦାଗ ପରିଶୋଧରେ ଦାଗ ଦଣ୍ଡ ଦିଆଯିବ।

Gade chapit la Kopi




ଯାତ୍ରା ପୁସ୍ତକ 21:25
4 Referans Kwoze  

ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ,


ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ।


ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।


ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।


Swiv nou:

Piblisite


Piblisite